ରାଜ୍ୟର ସମସ୍ତ ବ୍ଲକ୍‌ରେ ହେବ କଏନ୍ ଏକ୍ସଚେଞ୍ଜ କାର୍ଯ୍ୟକ୍ରମ

ଭୁବନେଶ୍ୱର : ରାଜ୍ୟର ସମସ୍ତ ୩୧୪ଟି ବ୍ଲକରେ ହେବ କଏନ ଏକ୍ସଚେଞ୍ଜ କାର୍ଯ୍ୟକ୍ରମ। ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ର ଆଞ୍ଚଳିକ ନିର୍ଦ୍ଦେଶକ ସାରଦା ପ୍ରସନ୍ନ ମହାନ୍ତି ଆଜି ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ବିଭିନ୍ନ ବ୍ୟାଙ୍କ ଜରିଆରେ ଡିସେମ୍ବରରୁ ଆରମ୍ଭ ହେବ ଏହି କଏନ ଏକ୍ସଚେଞ୍ଜ କାର୍ଯ୍ୟକ୍ରମ। ୩ ମାସ ମଧ୍ୟରେ ସବୁ ବ୍ଲକ୍‌ର ବଜାର ସ୍ଥାନରେ ହେବ ଏହି ଏକ୍ସଚେଞ୍ଜ କାର୍ଯ୍ୟକ୍ରମ। ଏଥିରେ ଲୋକମାନେ କଏନ ସହ ମଇଳା ଓ ଚିରାଫଟା ନୋଟ୍ … Continue reading ରାଜ୍ୟର ସମସ୍ତ ବ୍ଲକ୍‌ରେ ହେବ କଏନ୍ ଏକ୍ସଚେଞ୍ଜ କାର୍ଯ୍ୟକ୍ରମ