ଭୁବନେଶ୍ୱର : ପ୍ରତ୍ୟେକ ବ୍ଲକରେ ନିର୍ମାଣ ହେବ ଗୋଟିଏ ଲେଖାଏଁ ଶୀତଳ ଭଣ୍ଡାର । ଏନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି । ଯେଉଁଠି ମଣ୍ଡି ବ୍ୟବସ୍ଥା ନାହିଁ , ସେଠାରେ ଖୁବଶୀଘ୍ର ହେବ ବୋଲି ମନ୍ତ୍ରୀ କହିଛନ୍ତି । ପ୍ରତ୍ୟେକ ଚାଷୀଙ୍କୁ ତାଙ୍କର ମାନ୍ୟତା ମିଳିବ କହିଛନ୍ତି ଖାଦ୍ୟ ଯୋଗାଣ ଖାଉଟି କଲ୍ୟାଣ ମନ୍ତ୍ରୀ । ବିଧାନସଭା ବଜେଟ ଅଧିବେଶନରେ ଗୃହ କାଯ୍ୟ ସୁରୁଖୁରୁରେ ଚାଲିଛି ।










