29.1 C
Bhubaneswar
Monday, February 2, 2026
Homeଓଡିଶାଶୀତର ପ୍ରକୋପ: ବଦଳିବନି ରାତି ତାପମାତ୍ରା

ଶୀତର ପ୍ରକୋପ: ବଦଳିବନି ରାତି ତାପମାତ୍ରା

ଭୁବନେଶ୍ୱର: ରାଜ୍ୟରେ ଶୀତର ପ୍ରକୋପ କମିବା ସହିତ ଏବେ ତାପମାତ୍ରା ଧୀରେ ଧୀରେ ବଢି ଚାଲିଛି। ତେବେ ଆସନ୍ତା ୪ରୁ ୫ଦିନ ପର୍ଯ୍ୟନ୍ତ ରାତି ତାପମାତ୍ରାରେ କୌଣସି ପରିବର୍ତ୍ତନ ହେବ ନାହିଁ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ଗତ ୨୪ଘଣ୍ଟା ମଧ୍ୟରେ ରାଜ୍ୟର ୩ଟି ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ଥିବାବେଳେ ୧୫ ଡିଗ୍ରୀ ଭୁବନେଶ୍ୱର ଓ ସୋନପୁରରେ ୧୪ ଡିଗ୍ରୀ, ରାଣିତାଲ ୧୪.୪ ଡିଗ୍ରୀ, ବାରିପଦା ୧୪.୬ ଡିଗ୍ରୀ ଏବଂ ହୀରାକୁଦରେ ୧୪.୮ ଡିଗ୍ରୀ ରହିଥିଲା। ସେହିପରି ୨୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ହେବା ନେଇ ସତର୍କତା ଜାରି କରାଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking