ରାସ୍ତାରେ ଜଳିଗଲା କଲେଜ ବସ

ଅନୁଗୁଳ : ଅନୁଗୁଳ ଜିଲ୍ଲା ରାଧାରମଣପଡ଼ା ଗାଁ ନିକଟରେ ଘଟିଛି ଅଗ୍ନିକାଣ୍ଡ। କଲେଜ ବସ୍ ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ଛାତ୍ର। ସୂଚନା ଅନୁଯାୟୀ, ଆଜି ଦିନ ପ୍ରାୟ ଗୋଟାଏ ୩୦ରେ ଅନୁଗୋଳ ସହର ଉପକଣ୍ଠରେ ଥିବା ଏକ ଘରୋଇ କଲେଜ ବସ ରାଧାରମଣପଡ଼ା ନିକଟରେ ଜଳିବାକୁ ଲାଗିଥିଲା। ଏହା ଦେଖି ସ୍ଥାନୀୟ ଲୋକେ ଅନୁଗୋଳ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ସୂଚନା ଅନୁଯାୟୀ, ବସରେ … Continue reading ରାସ୍ତାରେ ଜଳିଗଲା କଲେଜ ବସ