30.1 C
Bhubaneswar
Friday, May 3, 2024
Homeଓଡିଶାରାଜ୍ୟରେ ୩ ଦିନ ଯାଏଁ ବର୍ଷିବ

ରାଜ୍ୟରେ ୩ ଦିନ ଯାଏଁ ବର୍ଷିବ

ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ୩ ଦିନ ଯାଏଁ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି । ବର୍ଷା ନେଇ ୧୯ଟି ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ବଲାଙ୍ଗୀର, ନୂଆପଡା, ସୁବର୍ଣ୍ଣପୁର, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଂଜ, ବାଲେଶ୍ୱର, ଭଦ୍ରକ, ନୟାଗଡ, କଟକ, ଯାଜପୁର ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି । ସେଥିପାଇଁ ସଂପୃକ୍ତ ଜିଲ୍ଲାର ଜିଲ୍ଲାପାଳ ଓ ସବୁ ବିଭାଗକୁ ସତର୍କ ରହିବାକୁ ଏସଆରସି ଚିଠି କରିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking