29.1 C
Bhubaneswar
Tuesday, May 7, 2024
Homeଓଡିଶାକମିଶନରେଟ ପୁଲିସରେ ବଡ଼ ଅଦଳ ବଦଳ

କମିଶନରେଟ ପୁଲିସରେ ବଡ଼ ଅଦଳ ବଦଳ

ଭୁବନେଶ୍ବର : କମିଶନରେଟ ପୁଲିସରେ ବଡ଼ ଧରଣର ଅଦଳବଦଳ କରାଯାଇଛି । ୨୦ ଜଣ ଅଫିସରଙ୍କୁ ବଦଳ କରାଯାଇଛି । ସହିଦନଗର ଥାନା, ଲକ୍ଷ୍ମୀସାଗର ଥାନା, ବାଲିପାଟଣା ଥାନା, ମହିଳା ଥାନା ଓ଼ ଚନ୍ଦକା ଥାନାର ଆଇଆଇସିଙ୍କୁ ବଦଳି କରାଯାଇଛି ।

ଆଇଆଇସି ହିମାଂଶୁ ସ୍ୱାଇଁଙ୍କୁ ସ୍ପେଶାଲ ସ୍କ୍ୱାଡ ଦାୟିତ୍ୱ ଦିଆଯାଇଛି । ଆଇଆଇସି ମନୋଜ କୁମାର ଶତପଥୀଙ୍କୁ ସହିଦ ନଗର ଥାନା ଆଇଆଇସି ଭାବେ ବଦଳି କରାଯାଇଛି । ଅନ୍ୟପଟେ ପି ଶ୍ୟାମ ସୁନ୍ଦର ରାଓଙ୍କୁ ଲକ୍ଷ୍ମୀସାଗର, ଓମ ପ୍ରକାଶ ମହାନ୍ତିଙ୍କୁ ବାଲିପାଟଣା, ରାଧାକାନ୍ତ ସାହୁଙ୍କୁ ଚନ୍ଦକା ଥାନାକୁ ବଦଳି କରାଯାଇଥିବା ବେଳେ ଶୁଭଶ୍ରୀ ପଣ୍ଡାଙ୍କୁ ମହିଳା ଥାନା ଆଇଆଇସି ଦ୍ୱାୟିତ୍ୱ ମିଳିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking