28.1 C
Bhubaneswar
Sunday, February 16, 2025
Homeଓଡିଶାଇସ୍ତଫା ଦେଲେ ସମିତି ସଭ୍ୟ

ଇସ୍ତଫା ଦେଲେ ସମିତି ସଭ୍ୟ

ଚନ୍ଦାହାଣ୍ଡି: ନବରଙ୍ଗପୁର ଜିଲ୍ଲାର ଚନ୍ଦାହାଣ୍ଡି ବ୍ଲକ୍ ଅଧିନସ୍ଥ ଧୋଡ଼ିପାଣି ଏବଂ କୁହୁଡି ଗ୍ରାମ ପଞ୍ଚାୟତର ସମିତି ସଭ୍ୟା ଭାନୁମତି ମାଝୀ ସୋମବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି । ସେ ନିଜ ଇସ୍ତଫା ପତ୍ର ଚନ୍ଦାହାଣ୍ଡି ଗୋଷ୍ଠୀ ଉନ୍ନୟନ ଅଧିକାରୀ ରାମକୃଷ୍ଣ ନାୟକଙ୍କୁ ପ୍ରଦାନ କରିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking