କମୁନି ଚାଷୀ ଆନ୍ଦୋଳନ : ରେଳ ସେବା ବାଧାପ୍ରାପ୍ତ

ନୂଆଦିଲ୍ଲୀ: କମୁନି ଚାଷୀ ଆନ୍ଦୋଳନ। ସେପଟେ ଦିଲ୍ଲୀରେ କିଭଳି ଅଧିକରୁ ଅଧିକ କୃଷକ ପହଞ୍ଚି ନପାରିବେ ସେ ନେଇ ସରକାର ଦିଲ୍ଲୀର ସମସ୍ତ ସୀମାକୁ କଡା ସୁରକ୍ଷାର ସହ ସିଲ୍ କରିଦେଇଛନ୍ତି । ସରକାରଙ୍କ ଏଭଳି ପଦକ୍ଷେପ ପରେ ପଞ୍ଜାବରେ କୃଷକମାନେ ରେଳସେବା ଠପ୍ କରିଦେଇଛନ୍ତି । ଆନ୍ଦୋଳନରତ କୃଷକମାନେ ପଞ୍ଜାବର ବିଭିନ୍ନ ରେଳ ଲାଇନ ଉପରେ ବସି ରେଳ ସେବା ଠପ୍ କରିଦେଇଛନ୍ତି। ସେପଟେ ଦିଲ୍ଲୀର ସମସ୍ତ ସୀମାରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । … Continue reading କମୁନି ଚାଷୀ ଆନ୍ଦୋଳନ : ରେଳ ସେବା ବାଧାପ୍ରାପ୍ତ