29.1 C
Bhubaneswar
Tuesday, February 10, 2026
Homeଓଡିଶାପୁରୀ ବେଳାଭୂମିରେ ବାଲିରେ କଳାକୃତି କରି ଟିମ୍ ଇଣ୍ଡିଆକୁ ଶୁଭେଚ୍ଛା

ପୁରୀ ବେଳାଭୂମିରେ ବାଲିରେ କଳାକୃତି କରି ଟିମ୍ ଇଣ୍ଡିଆକୁ ଶୁଭେଚ୍ଛା

ପୁରୀ :ବାରବାଟୀ ମୈଦାନରେ ଇଣ୍ଡିଆ-ଇଂଲଣ୍ଡର ମହାମୁକାବିଲା ଦେଖିବେ ଦର୍ଶକ, ଦେଖିବ ସାରା ବିଶ୍ବ । ମ୍ୟାଚ୍ ଦେଖିବାକୁ ଷ୍ଟାଡିୟମ ବାହାରେ ଦର୍ଶକଙ୍କ ଭିଡ ଜମିଥିବା ବେଳେ ଗେଟରେ ଧିରେଧିରେ ଲୋକଙ୍କୁ ଛଡାଯାଉଛି । ସମସ୍ତେ ଟିମ୍ ଇଣ୍ଡିଆର ବିଜୟ ନେଇ ଆଶାବାଦୀ ଥିବା ବେଳେ ବାଲୁକା କଳା ମାଧ୍ୟମରେ ଶୁଭେଚ୍ଛା ଜଣାଇଛନ୍ତି ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ । ପୁରୀ ବେଳାଭୂମିରେ ବାଲିରେ କଳାକୃତି କରି ଭାରତୀୟ ଖେଳାଳିଙ୍କୁ ଶୁଭେଚ୍ଛା ଜ୍ଞାପନ କରିଛନ୍ତି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking