28.1 C
Bhubaneswar
Friday, October 18, 2024
Homeଓଡିଶାକଂଗ୍ରେସ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ବିଜେଡି ପ୍ରାର୍ଥୀଙ୍କ ଠାରୁ ୪୨୫ ଭୋଟରେ ଆଗୁଆ

କଂଗ୍ରେସ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ବିଜେଡି ପ୍ରାର୍ଥୀଙ୍କ ଠାରୁ ୪୨୫ ଭୋଟରେ ଆଗୁଆ

ଭଦ୍ରକ : ଏପ୍ରିଲ ୧୯ରେ ଆରମ୍ଭ ବୋଇଥିବା ଲୋକସଭା ଓ ରାଜ୍ୟର ବିଧାନସଭା ନିର୍ବାଚନ ଶେଷ ହୋଇଛି । ଜୁନ୍ ୧ରେ ୮ଟି ରାଜ୍ୟରେ ୫୭ଟି ଆସନରେ ଭୋଟ୍ ଗ୍ରହଣ ହୋଇଯାଇଛି । ଏହା ସହ ଦେଶର ସର୍ବ ବୃହତ୍ତ ନିର୍ବାଚନ ସମାପ୍ତ ହୋଇଯାଇଛି । ତେବେ ୪୪ ଦିନର ନିର୍ବାଚନ ପ୍ରକ୍ରିୟା ପରେ, ଆଜି ହେଉଛି ଭୋଟ୍ ଗଣନା । ସକାଳ ୮ଟାରୁ ଭୋଟ ଗଣନା ଆରମ୍ଭ ହୋଇଥିବା ବେଳେ ଭଣ୍ଡାରୀପୋଖରୀ ବିଧାନସଭା ଆସନରୁ କଂଗ୍ରେସ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗୁଆ । ବିଜେଡି ପ୍ରାର୍ଥୀଙ୍କ ଠାରୁ ୪୨୫ ଭୋଟରେ ଆଗୁଆ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking