ତୋଗଲକି ଶାସନର ଅନ୍ୟନାମ ହେଉଛି ନୋଟବନ୍ଦି

ଭୁବନେଶ୍ୱର – ପ୍ରଦେଶ କଂଗ୍ରେସ ଦ୍ୱାରା ଆହୁତ ଏକ ସାମ୍ବାଦିକ ସମ୍ମିଳନୀରେ ଆଜି ସାମ୍ବାଦିକ ମାନଙ୍କୁ ସମ୍ବୋଦ୍ଧିତ କରି ପ୍ରଦେଶ କଂଗ୍ରେସ ମୁଖପାତ୍ର ଶ୍ରୀ ରଜନୀ କୁମାର ମହାନ୍ତି ୨୦୧୬ ନଭେମ୍ବର ମାସ ୮ ତାରିଖରେ ଯେଉଁ ନୋଟବନ୍ଦି ଘୋଷଣା କରାଯାଇଥିଲା ତାହା କାହାର ସ୍ୱାର୍ଥକୁ ପୂରଣ କରିବାପାଇଁ କରାଯାଇଥିଲା ତାହା ଆଜି ଦେଶବାସୀଙ୍କ ସ୍ପଷ୍ଟ ହୋଇଯାଇଛି । ଗତକାଲି ଆରବିଆଇ ୨୦୦୦ ଟଙ୍କା ନୋଟକୁ ଫେରାଇ ନେବାପାଇଁ ଘୋଷଣା କରିଛନ୍ତି । ବିମୁଦ୍ରିକକରଣ ସମୟରେ ଭାରତବର୍ଷର … Continue reading ତୋଗଲକି ଶାସନର ଅନ୍ୟନାମ ହେଉଛି ନୋଟବନ୍ଦି