୨୧ରୁ ଓଡ଼ିଶା ଆସୁଛନ୍ତି କଂଗ୍ରେସ ପ୍ରଭାରୀ ଅଜୟ କୁମାର

ଭୁବନେଶ୍ୱର: ଓଡ଼ିଶାରେ କଂଗ୍ରେସକୁ ଆସ୍ଥାଭାଜନ କରାଇବା ପାଇଁ କେନ୍ଦ୍ରୀୟ ନେତାଙ୍କ ତତ୍ପରତା ପ୍ରକାଶ ପାଇଛି । ନବ ନିଯୁକ୍ତ ପ୍ରଭାରୀ ଡ଼ ଅଜୟ କୁମାର ଓଡ଼ିଶାକୁ ନେଇ ଢେର୍ ଆଶାବାଦୀ । ଦାୟିତ୍ୱ ନେବା ପରେ ଦ୍ୱିତୀୟ ଥର ପାଇଁ ଓଡ଼ିଶା ଗସ୍ତରେ ଆସିବେ ଅଜୟ । ଆସନ୍ତା ୨୧ ତାରିଖରେ ସେ ଆସିବା ନେଇ ସୂଚନା ରହିଛି । ୨୧ରୁ ୨୮ ତାରିଖ ପର୍ଯ୍ୟନ୍ତ ନବ ନିଯୁକ୍ତ କଂଗ୍ରେସ ପ୍ରଭାରୀ ଓଡ଼ିଶାରେ ରହିବେ । ଦଳୀୟ ସଂଗଠନକୁ … Continue reading ୨୧ରୁ ଓଡ଼ିଶା ଆସୁଛନ୍ତି କଂଗ୍ରେସ ପ୍ରଭାରୀ ଅଜୟ କୁମାର