ରାଜ୍ୟରେ ବିଜେଡ଼ି ଓ ବିଜେପି ନେତାଙ୍କ ମଧୁଚନ୍ଦ୍ରିକା ଯୋଗୁଁ ବିକାଶ ବାଟବଣା

ଭୁବନେଶ୍ୱର : ରାଜ୍ୟରେ ବିଜେଡି ଓ ବିଜେପି ନେତାମାନଙ୍କ ମଧୁଚନ୍ଦ୍ରିକା ବା ଫିକସିଂ ଯୋଗୁଂ ରାଜ୍ୟର ବିଭିନ୍ନ ଅଂଚଳରେ ଜନସାଧାରଣ ଦଶନ୍ଧି ଦଶନ୍ଧି ଧରି ନ୍ୟାୟ ପାଇବାରୁ ବଂଚିତ ହେଉଛନ୍ତି । ଲୋକଙ୍କର କୌଣସି ଊନ୍ନତ୍ତିମୂଳକ କାର୍ଯ୍ୟ ନିର୍ଦ୍ଧାରିତ ସମୟ ସୀମା ମଧ୍ୟରେ ସଂପନ୍ନ ହୋଇପାରୁନାହିଁ । ଏ ସନ୍ଧର୍ଭରେ ଆଜି ଏକ ସାମ୍ବାଦିକ ସମ୍ମିଳନୀ ଜରିଆରେ ପ୍ରଦେଶ କଂଗ୍ରେସ ମୁଖପାତ୍ର ତଥା ସାମ୍ବାଦିକ ଶ୍ରୀ ଜଗଦାନନ୍ଦ ପ୍ରଧାନ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କର ଅପାରଗତା … Continue reading ରାଜ୍ୟରେ ବିଜେଡ଼ି ଓ ବିଜେପି ନେତାଙ୍କ ମଧୁଚନ୍ଦ୍ରିକା ଯୋଗୁଁ ବିକାଶ ବାଟବଣା