28.1 C
Bhubaneswar
Wednesday, February 4, 2026
Homeଓଡିଶାକଂଗ୍ରେସର ନାରୀ ନ୍ୟାୟ ପଦଯାତ୍ରା

କଂଗ୍ରେସର ନାରୀ ନ୍ୟାୟ ପଦଯାତ୍ରା

କୋଣାର୍କ: ବଳଙ୍ଗାରେ କଂଗ୍ରେସର ‘ନାରୀ ନ୍ୟାୟ’ ପଦଯାତ୍ରା। ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱରେ ଶତାଧିକ କଂଗ୍ରେସ କର୍ମୀ ସାମିଲ। ବାୟାବାର ଗାଁରୁ ଆରମ୍ଭ ହୋଇଥିବା ପଦଯାତ୍ରା ନିମାପଡ଼ା ପର୍ଯ୍ୟନ୍ତ ଯିବ। ବଳଙ୍ଗା ଛାତ୍ରୀ ପୋଡ଼ି ଘଟଣାରେ ଅଭିଯୁକ୍ତଙ୍କୁ ଘଣ୍ଟ ଘୋଡ଼ା ଯାଉଥିବା ଅଭିଯୋଗରେ କଂଗ୍ରେସ କରିଛି ‘ନାରୀ ନ୍ୟାୟ’ ପଦଯାତ୍ରା।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking