25.1 C
Bhubaneswar
Saturday, February 14, 2026
Homeଓଡିଶାରାଜ୍ୟରେ ବଢିବ ବର୍ଷାର ପରିଣାମ

ରାଜ୍ୟରେ ବଢିବ ବର୍ଷାର ପରିଣାମ

ଭୁବନେଶ୍ୱର : ଆସନ୍ତା ୧୩-୧୪ ତାରିଖରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ବର୍ଷାର ପ୍ରକୋପ ବୃଦ୍ଧି ହେବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି। କେନ୍ଦ୍ର କହିଛି ଯେ ୧୩ ତାରିଖରେ ମାଲକାନଗିରି, କେନ୍ଦୁଝର, କୋରାପୁଟ, ରାୟଗଡ଼ା, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳରେ ପ୍ରବଳ ବର୍ଷା ହୋଇପାରେ। ଅନ୍ୟପଟେ ବୁଧବାର ମଧ୍ୟ କିଛି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମଧରଣର ବର୍ଷା ନେଇ ପାଣିପାଗ କେନ୍ଦ୍ର ଆକଳନ କରିଛି। ବର୍ତ୍ତମାନ ଓଡ଼ିଶା ଉପରେ ପାଣିପାଗର କୌଣସି ନିୟାମକ ନାହିଁ। ଏଥିପାଇଁ ବର୍ଷାର ପ୍ରକୋପ ସାମାନ୍ୟ ହ୍ରାସ ପାଇବ ବୋଲି କେନ୍ଦ୍ର କହିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking