28.1 C
Bhubaneswar
Sunday, September 8, 2024
Homeଦେଶ ବିଦେଶ୨୫ ହଜାର ଗାଁକୁ ରାସ୍ତା

୨୫ ହଜାର ଗାଁକୁ ରାସ୍ତା

ନୂଆଦିଲ୍ଲୀ: ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଆଜି ସଂସଦରେ ଆଗତ ହେଲା ପୂର୍ଣ୍ଣାଙ୍ଗ ବଜେଟ୍ । ଦିନ ୧୧ଟା ବେଳେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ୍ ଉପସ୍ଥାପନ କରିଛନ୍ତି । ସପ୍ତମ ଥର ବଜେଟ ଉପସ୍ଥାପନ କଲେ ନିର୍ମଳା ସୀତାରମଣ । ଲଗାତାର ସପ୍ତମ ଥର ପାଇଁ ସଂସଦରେ ଦେଶର ଆୟ-ବ୍ୟୟର ହିସାବ ରଖିଛନ୍ତି ସୀତାରମଣ । । ତେବେ ଆଉ ୨୫ ହଜାର ଗାଁକୁ ପକ୍କା ରାସ୍ତା ନିର୍ମାଣ କରାଯିବ । ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାରେ ଏହା ନିର୍ମାଣ କରାଯିବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking