23.1 C
Bhubaneswar
Tuesday, March 19, 2024
Homeବ୍ରେକୀଙ୍ଗପୁଣି ଫେରିଲା କଣ୍ଟେନମେଣ୍ଟ ଜୋନ

ପୁଣି ଫେରିଲା କଣ୍ଟେନମେଣ୍ଟ ଜୋନ

କଟକ : ରାଜ୍ୟରେ କୋରନା ମହାମାରୀର ଆତଙ୍କ ଧିରେ ଧିରେ କମୁଥିବା ବେଳେ ପୁଣି ଫେରିଛି କଣ୍ଟେନମେଣ୍ଟ ଜୋନ । କଟକ ଜିଲ୍ଲାର ନିଆଳି ପାଟ ସୁନ୍ଦରପୁର ପଞ୍ଚାୟତର ନୂଆସାହି ଗାଁକୁ କଣ୍ଟେନମେଣ୍ଟ ଜୋନ ଭାବେ ଘୋଷଣା କରାଯାଇଛି । ଗାଁର ୧୪ ଜଣ କୋରନାରେ ଚିହ୍ନଟ ହୋଇଛନ୍ତି ଓ ଜଣଙ୍କର ମୃତ୍ୟୁ ଘଟିବା ପରେ ଉପଜିଲ୍ଲାପାଳଙ୍କ ଦ୍ୱାରା ଏହି ପଦକ୍ଷେପ ନିଆଯାଇଛି । ତେବେ ଶନିବାର ସକାଳ ୬ଟାରୁ ଆସନ୍ତା ସୋମବରେ ଯାଏଁ ଗାଁକୁ କଣ୍ଟେନମେଣ୍ଟ ଜୋନ ଭାବେ ଘୋଷଣା କଯାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking