33.1 C
Bhubaneswar
Tuesday, May 21, 2024
Homeଓଡିଶାକରୋନା କବଳରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ

କରୋନା କବଳରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ

ନୀଳଗିରି: ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ବାଲେଶ୍ଵର ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କୁ କୋଭିଡ ପଜିଟିଭ। ଦୀର୍ଘଦିନ ଥଣ୍ଡାରେ ପୀଡିତ ପରେ ଅସୁସ୍ଥ ଅନୁଭବ କରିବାରୁ ନମୁନା ପରୀକ୍ଷା ହୋଇଥିଲା । ଆଜି ତାଙ୍କର ପଜିଟିଭ ଥିବା ବାଲେଶ୍ଵର ଚିକିତ୍ସା ଅଧିକାରୀ ଜଣାଇଥିଲେ। ତାଙ୍କୁ ଉତ୍ତମ ଚିକିତ୍ସା ପାଇଁ ଆମ୍ବୁଲାନ୍ସ ରେ ଏମ୍ସ ସ୍ଥାନାନ୍ତର କରାଯାଇଛି। ତାଙ୍କର ଶୁଭେଛୁ ଓ ଦଳୀୟ କର୍ମୀମାନେ ସୁସ୍ଥ ନିରାମୟ ଜୀବନ କାମନା କରିଛନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking