27.1 C
Bhubaneswar
Thursday, April 25, 2024
Homeକରୋନାଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ଟପିଲା ୩୦ ଲକ୍ଷ

ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ଟପିଲା ୩୦ ଲକ୍ଷ

ନୂଆଦିଲ୍ଲୀ: ସାରା ଦେଶରେ ନିଜର କାୟା ବିସ୍ତାର କରିବାରେ ଲାଗିଛି କରୋନା ମହାମାରୀ । ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୦ ଲକ୍ଷ ଟପିଛି । ଏହାରି ମଧ୍ୟରେ ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫୬ ହଜାର ୭୦୬କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୯୧୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ୬୯ ହଜାର ୨୩୯ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୩୦ ଲକ୍ଷ ୪୪ ହଜାର ୯୪୧କୁ ବୃଦ୍ଧି ପାଇଛି ।
ଅନ୍ୟପଟେ ଦେଶରେ ୭ ଲକ୍ଷ ୦୭ ହଜାର ୬୬୮ ଜଣ ଚିକିତ୍ସିତ ହେଉଥିବା ବେଳେ ୨୨ ଲକ୍ଷ ୮୦ ହଜାର ୫୬୭ ଜଣ ସୁସ୍ଥ ହୋଇସାରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking