28.1 C
Bhubaneswar
Saturday, April 27, 2024
Homeଓଡିଶା୨୩୬ତମ ଦିବସରେ ପହଁଚିଲା କରୋନା ସଚେତନତା ଓ ବସ୍ତ୍ର ବଣ୍ଟନ କାର୍ଯ୍ୟକ୍ରମ

୨୩୬ତମ ଦିବସରେ ପହଁଚିଲା କରୋନା ସଚେତନତା ଓ ବସ୍ତ୍ର ବଣ୍ଟନ କାର୍ଯ୍ୟକ୍ରମ

ଯାଜପୁର : ମାନବ ସେବା ହିଁ ମାଧବ ସେବା । ଏହି ଉକ୍ତିକୁ ପ୍ରତିପାଦିତ କରିଛନ୍ତି ଦେଶର ଅଗ୍ରଣୀ ସମାଜ କଲ୍ୟାଣକାରୀ ଲୋକ ସଙ୍ଗଠନ ଚିନ୍ମୟ ଫାଉଣ୍ଡେସନ ଓ ଫାଉଣ୍ଡେସନଦ୍ୱାରା ପରିଚାଳିତ ଡ଼ଲଫିନ ଡ୍ୟାନ୍ସ ସ୍କୁଲ ଆଣ୍ଡ ଗ୍ରୁପ।ମାର୍ଚ୍ଚ ୨୨ତାରିଖରୁ ଆଜକୁ ଦୀର୍ଘ ୨୩୬ଦିନ ଧରି ଦେଶର ବିଭିନ୍ନ ସ୍ଥାନରେ ସାଂସ୍କୃତିକ କାର୍ଯ୍ୟକ୍ରମ ମାଧ୍ୟମରେ କରୋନା ସଚେତନତା ସହ ରିଲିଫ ବଣ୍ଟନ କାର୍ଯ୍ୟକ୍ରମ ଜାରୀରଖିଥିବାବେଳେ ଆଜି ଅସହାୟ ଓ ଭିକ୍ଷୁକ ମାନଙ୍କୁ ପୋଷାକ ଓ କମ୍ବଳ ଆଦି ବଣ୍ଟନ କରାଯାଇଥିବାର ଦେଖିବାକୁ ମିଳିଛି।ଏଥିରେ ଫାଉଣ୍ଡେସନର ରାଷ୍ଟ୍ରୀୟ ଅଧ୍ୟକ୍ଷ ଚିନ୍ମୟ ଦାଶ,ଡ୍ୟାନ୍ସ ଗ୍ରୁପର ନିର୍ଦ୍ଦେଶକ ମାଷ୍ଟର ମିହିର କୁମାରଙ୍କ ସମେତ ଅନୁଷ୍ଠାନର କର୍ମକର୍ତ୍ତାମାନେ ସହଯୋଗ କରିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking