OnaKhabar

ରାଉରକେଲା :  ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ରାଉରକେଲା : ରାଉରକେଲା ଆଇଜିଏଚରେ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ବୁଧବାର ଶ୍ବାସକ୍ରିୟାରେ କଷ୍ଟ ଅନୁଭବ କରିବା ପରେ ଏହି ୬୪ ବର୍ଷୀୟ ବ୍ୟକ୍ତି ରାଉରକେଲା ଇସ୍ପାତ ଜେନେରାଲ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ଏହାପରେ ତାଙ୍କର କରୋନା ଟେଷ୍ଟ କରାଯାଇଥିଲା । ରିପୋର୍ଟରେ ସେ କରୋନା ପଜିଟିଭ୍ ଥିବା ଜଣାପଡିଥିଲା। ଏହାପରେ ତାଙ୍କୁ ଆଇଜିଏଚର କରୋନା ୱାର୍ଡରେ ରଖାଯାଇ ଚିକିତ୍ସା କରାଯାଉଥିଲା। କିନ୍ତୁ ସରକାରଙ୍କ ପକ୍ଷରୁ ଏନେଇ ଘୋଷଣା କରାଯାଇନାହିଁ | ରାଜ୍ୟରେ ଏହା ମଧ୍ୟରେ ୨୯ ଜଣଙ୍କ ମୃତ୍ୟୁ ହେଲାଣି | ଗଂଜାମ ଜିଲ୍ଲାରେ ସର୍ବାଧିକ ୧୭ ଜଣଙ୍କ ମୃତ୍ୟୁ ହୋଇଛି |

ରାଜ୍ୟରେ ଆଉ ୨ ଜୀବନ ନେଲା କୋରୋନା : ମୃତ୍ୟୁ ସଂଖ୍ୟା ୨୯କୁ ବୃଦ୍ଧି


Notice: ob_end_flush(): failed to send buffer of zlib output compression (1) in /home/ona/public_html/wp-includes/functions.php on line 4609

Notice: ob_end_flush(): failed to send buffer of zlib output compression (1) in /home/ona/public_html/wp-includes/functions.php on line 4609

Notice: ob_end_flush(): failed to send buffer of zlib output compression (1) in /home/ona/public_html/wp-content/plugins/really-simple-ssl/class-mixed-content-fixer.php on line 111