38.1 C
Bhubaneswar
Friday, April 26, 2024
Homeକରୋନାଦେଶରେ କରୋନା ମୃତ୍ୟୁ ୧,୧୬,୬୧୬

ଦେଶରେ କରୋନା ମୃତ୍ୟୁ ୧,୧୬,୬୧୬

ନୂଆଦିଲ୍ଲୀ: ଦେଶରେ ଏବେ କରୋନା ସଂକ୍ରମଣ ହ୍ରାସ ପାଇଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ବଢୁଛି । ଏହି ପରିପ୍ରେକ୍ଷୀରେ ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୧୬ ହଜାର ୬୧୬କୁ ବୃଦ୍ଧି ପାଇଛି । ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୭ ଲକ୍ଷ ୬ ହଜାର ୯୪୬କୁ ବୃଦ୍ଧି । ଦିନକରେ ୫୫୮୩୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୭୦୨ ଜମଙ୍କ ମୃତ୍ୟୁ ଘଟିଛି । ମୋଟ ଆକ୍ଟିଭ କେସ ୭୧୫୮୧୨ ରହିଥିବା ବେଳେ ୬୮୭୪୫୧୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏ ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking