ଦେଶରେ କରୋନା ମୃତ୍ୟୁ ୧,୧୦, ୫୮୬

ନୂଆଦିଲ୍ଲୀ: ବିଶ୍ୱ ସମେତ ଏବେ ଦେଶରେ କମିନି କରୋନା କହର । ଏହି ପରିପ୍ରେକ୍ଷୀରେ ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୧୦ ହଜାର ୫୮୬କୁ ବୃଦ୍ଧି ପାଇଛି । ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୨ ଲକ୍ଷ ୩୯ ହଜାର ୩୯୦କୁ ବୃଦ୍ଧି ପାଇଛି । ଗୋଟିଏ ଦିନରେ ୬୩୫୦୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୭୩୦ ଜଣଙ୍କ ମୃତ୍ୟୁ ହୋଇଛି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟଆଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here