31.1 C
Bhubaneswar
Tuesday, April 23, 2024
Homeବ୍ରେକୀଙ୍ଗରାଜ୍ୟରେ କୋରନା ନେଲା ଆଉ ୧୪ ଜୀବନ

ରାଜ୍ୟରେ କୋରନା ନେଲା ଆଉ ୧୪ ଜୀବନ

ଭୁବନେଶ୍ୱର : ରାଜ୍ୟରେ କୋରନା ଆକ୍ରାନ୍ତ ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ କମୁଥିବା ବେଳେ ମୃତ୍ୟୁ ଉପରେ ରୋକ ଲାଗିପାରୁନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୫ ଜଣ କୋରନାରେ ମୃତ୍ୟୁ ବରଣ କରିଛନ୍ତି । ତେବେ ସୁନ୍ଦରଗଡ଼ରେ ସର୍ବାଧିକ ୫ ଜଣଙ୍କ ମୃତ୍ୟୁ ହୋଇଛି । ତେବେ ଭୁବନେଶ୍ୱରର ,ଅନୂଗୁଳ , ସମ୍ବଲପୁର ରୁ ଜଣେ ଲେଖାଏଁଙ୍କ ମୃତ୍ୟୁ ଘଟିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ସୂଚନା ମିଳିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking