31.1 C
Bhubaneswar
Friday, March 29, 2024
Homeବ୍ରେକୀଙ୍ଗରାଜ୍ୟରେ କୋରନା ନେଲା ଆଉ ୬ ଜୀବନ

ରାଜ୍ୟରେ କୋରନା ନେଲା ଆଉ ୬ ଜୀବନ

ଭୁବନେଶ୍ୱର : ରାଜ୍ୟରେ କୋରନା ଆକ୍ରନ୍ତଙ୍କ ସଂଖ୍ୟା ଧିରେ ଧିରେ କମିବାରେ ଲାଗିଛି । ଏହା ସହ ମୃତ୍ୟୁ ସଂଖ୍ୟା ମଧ୍ୟ ସାମାନ୍ୟ କମିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬ ଜଣଙ୍କର ମୃତ୍ୟୁ ହୋଇଛି । ତେବେ ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୭୪୫ରେ ପହଞ୍ଚିଛି । ତେବେ ଗଞ୍ଜାମରୁ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଭୁବନେଶ୍ୱରରୁ ଜଣେ ,ଝାରସୁଗଡ଼ା ,ମୟୁରଭଞ୍ଜ, ବାଲେଶ୍ୱରରୁ ଜଣେ ଲେଖାଏଁଙ୍କ ମୃତ୍ୟୁ ଘଟିଛି । ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

 

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking