23.1 C
Bhubaneswar
Tuesday, March 19, 2024
Homeବ୍ରେକୀଙ୍ଗରାଜ୍ୟରେ କୋରନା ନେଲା ଆଉ ୫ ଜୀବନ

ରାଜ୍ୟରେ କୋରନା ନେଲା ଆଉ ୫ ଜୀବନ

ଭୁବନେଶ୍ୱର : ରାଜ୍ୟରେ କୋରନା ଆକ୍ରନ୍ତଙ୍କ ସଂଖ୍ୟା ଧିରେ ଧିରେ କମିବାରେ ଲାଗିଛି । ଏହା ସହ ମୃତ୍ୟୁ ସଂଖ୍ୟା ମଧ୍ୟ ସାମାନ୍ୟ କମିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫ ଜଣଙ୍କର ମୃତ୍ୟୁ ହୋଇଛି । ତେବେ ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୭୫୧ ରେ ପହଞ୍ଚିଛି ତେବେ କେଉଁଝରୁ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ନୂଆପଡ଼ା ,ମୟୁରଭଞ୍ଜ, ମାଲକାନାଗିରିରୁ ଜଣେ ଲେଖାଏଁଙ୍କ ମୃତ୍ୟୁ ଘଟିଛି । ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking