30.1 C
Bhubaneswar
Friday, February 13, 2026
Homeଦେଶ ବିଦେଶକରୋନା ସଂକ୍ରମଣ: ଏହି ରାଜ୍ୟରେ ମାସ୍କ ବାଧ୍ୟତାମୂଳକ

କରୋନା ସଂକ୍ରମଣ: ଏହି ରାଜ୍ୟରେ ମାସ୍କ ବାଧ୍ୟତାମୂଳକ

ଚଣ୍ଡିଗଡ଼: କାୟା ମେଲାଉଛି କରୋନା । ବଢୁଛି ସଂକ୍ରମଣ, ବଢୁଛି ଚିନ୍ତା । ଦେଶରେ କରୋନା ସଂକ୍ରମଣ ପୁଣି ଥରେ ଭୟାବହ ପରିସ୍ଥିତି ମୁହାଁ ହେଉଥିବା ବେଳେ କରୋନାକୁ ଆଖି ଆଗରେ ରଖି ପଞ୍ଜାବ ସରକାର ଜାରି କରିଛନ୍ତି ଗାଇଡଲାଇନ୍ ।ପଞ୍ଜାବ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଏହି ଗାଇଡଲାଇନ୍ ଜାରି ହୋଇଥିବା ବେଳେ ବୟସ୍କ ବ୍ୟକ୍ତି, ଗର୍ଭବତୀ ମହିଳା, ଶିଶୁ ଏବଂ ସ୍ବାସ୍ଥ୍ୟକର୍ମୀଙ୍କ ପାଇଁ ମାସ୍କ ପରିଧାନ ଉପରେ ଗୁରୁତ୍ବ ଦିଆଯାଇଛି । ଭିଡ ସ୍ଥାନରେ ମାସ୍କ ବାଧ୍ୟତାମୂଳକ କରାଯାଇଥିବା ବେଳେ ବ୍ୟକ୍ତିଗତ ସ୍ବଚ୍ଛତା ଉପରେ ଗୁରୁତ୍ବ ଦିଆଯାଇଛି । କେମିତି ସଂକ୍ରମଣକୁ ରୋକାଯାଇପାରିବ ସେନେଇ ବ୍ୟକ୍ତିଗତ ସ୍ତରରେ ଲୋକେ ଚେଷ୍ଟା କରିବାକୁ ଅନୁରୋଧ କରିଛନ୍ତି ପଞ୍ଜାବ ସରକାର ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking