34.1 C
Bhubaneswar
Thursday, April 25, 2024
Homeଓଡିଶାରାଜ୍ୟରେ ଆଉ ୧୦,୨୪୨ କରୋନା ଆକ୍ରାନ୍ତ ସୁସ୍ଥ

ରାଜ୍ୟରେ ଆଉ ୧୦,୨୪୨ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: ଗୋଟିଏ ପଟେ ସଂକ୍ରମଣ ବଢ଼ି ଚାଲିଥିବା ବେଳେ ଏହାରି ମଧ୍ୟରେ ଆଜି ରାଜ୍ୟରେ ଆଉ ୧୦,୨୪୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୫ ଲକ୍ଷ ୩୬ ହଜାର ୫୯୫ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୪୧୮ ଜଣ ସୁସ୍ଥ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୯୪୩ ଜଣ ଥିବା ବେଳେ, କଟକରୁ ୮୮୭, ପୁରୀରୁ ୭୦୭, ସମ୍ବଲପୁରରୁ ୬୪୧, କଳାହାଣ୍ଡିରୁ ୪୬୫, ବରଗଡ଼ରୁ ୪୪୮, ଅନୁଗୁଳରୁ ୪୩୮, ଝାରସୁଗୁଡ଼ାରୁ ୩୩୧, ବାଲେଶ୍ୱରରୁ ୩୦୧, ନବରଙ୍ଗପୁରରୁ ୨୯୧, ବଲାଙ୍ଗିରରୁ ୨୭୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking