31.1 C
Bhubaneswar
Wednesday, May 29, 2024
Homeଓଡିଶାଆଜି ରାଜ୍ୟରେ ଆଉ ୧୦,୦୩୬ କରୋନା ଆକ୍ରାନ୍ତ ସୁସ୍ଥ

ଆଜି ରାଜ୍ୟରେ ଆଉ ୧୦,୦୩୬ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: ଆଜି ରାଜ୍ୟରେ ଆଉ ୧୦,୦୩୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ୫ ଲକ୍ଷ ୪୬ ହଜାର ୬୩୧ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୪୭୧ ଜଣ ସୁସ୍ଥ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୮୧୪, କଟକରୁ ୭୧୮, ଅନୁଗୁଳରୁ ୫୧୦, ବରଗଡରୁ ୪୫୫, କଳାହାଣ୍ଡିରୁ ୪୩୭, ଯାଜପୁରରୁ ୪୦୭, ଗଞ୍ଜାମରୁ ୩୬୬, ନବରଙ୍ଗପୁରରୁ ୩୫୬, ପୁରୀରୁ ୩୫୧, ବଲାଙ୍ଗୀରିରୁ ୩୪୨, ଝାରସୁଗୁଡାରୁ ୩୩୪, ସମ୍ବଲପୁରରୁ ୩୦୦, ଭଦ୍ରକରୁ ୨୫୦, ନୟାଗଡରୁ ୨୪୫, ଢେଙ୍କାନାଳରୁ ୨୩୬, ବାଲେଶ୍ବରରୁ ୨୩୦, ବୌଦ୍ଧରୁ ୨୧୮, ନୂଆପଡାରୁ ୨୦୨, ରାୟଗଡାରୁ ୧୯୯, କେନ୍ଦୁଝରରୁ ୧୮୬, ମୟୂରଭଞ୍ଜରୁ ୧୬୫, ଜଗତସିଂହପୁରରୁ ୧୫୫, ସୋନପୁରରୁ ୧୪୮, କେନ୍ଦ୍ରାପଡାରୁ ୧୪୧, ଦେବଗଡରୁ ୧୩୮, କୋରାପୁଟରୁ ୧୧୧, ଗଜପତିରୁ ୧୦୨, କନ୍ଧମାଳରୁ ୯୫, ମାଲକାନାଗିରିରୁ ୮୩ ଏବଂ ଷ୍ଟେଟ ପୁଲରୁ ୨୭୧  ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking