27.1 C
Bhubaneswar
Thursday, April 25, 2024
Homeଓଡିଶା୨୪ଘଣ୍ଟାରେ ରାଜ୍ୟରେ ୪୧,୮୪୦ କରୋନା ନମୁନା ପରୀକ୍ଷା

୨୪ଘଣ୍ଟାରେ ରାଜ୍ୟରେ ୪୧,୮୪୦ କରୋନା ନମୁନା ପରୀକ୍ଷା

ଭୁବନେଶ୍ୱର : ଗତ ୨୪ଘଣ୍ଟାରେ ରାଜ୍ୟରେ ୪୧,୮୪୦ କରୋନା ନମୁନା ପରୀକ୍ଷା କରାଯାଇଛି। ଏହି ନମୁନା ପରୀକ୍ଷା ଆରଟି-ପିସିଆର୍‌, ଆଣ୍ଟିଜେନ୍‌ ଓ ଟ୍ରୁନାଟ୍‌ ପଦ୍ଧତିରେ କରାଯାଇଥିବା ସୂଚନା ମିଳିଛି।
ଏଥିମଧ୍ୟରୁ ୬,୧୮୫ଟି ଆରଟି-ପିସିଆର ଏବଂ ୩୫,୫୫୦ଟି ଆଣ୍ଟିଜେନ ଟେଷ୍ଟ ଓ ଟ୍ରୁନାଟ୍‌ରେ ୧୦୫ଟି କରୋନା ନମୁନା ପରୀକ୍ଷା କରାଯାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗତ ୨୪ଘଣ୍ଟାରେ କେନ୍ଦ୍ରାପଡ଼ା ଜିଲ୍ଲାରେ ସର୍ବାଧିକ ୬୯୯୬ଟି କରୋନା ନମୁନା ପରୀକ୍ଷା କରାଯାଇଛି।
ସୂଚନାଯୋଗ୍ୟ ପୂର୍ବ ଦିନ ୨୪ଘଣ୍ଟାରେ ରାଜ୍ୟରେ ୪୧,୫୬୭ କରୋନା ନମୁନା ପରୀକ୍ଷା କରାଯାଇଥିଲା । ଏଥିମଧ୍ୟରୁ ୪,୭୧୮ଟି ଆରଟି-ପିସିଆର ଏବଂ ୩୬,୭୭୭ ଆଣ୍ଟିଜେନ ଟେଷ୍ଟ ଓ ଟ୍ରୁନାଟ୍‌ରେ ୭୨ଟି କରୋନା ନମୁନା ପରୀକ୍ଷା କରାଯାଇଥିଲା।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking