29.1 C
Bhubaneswar
Sunday, May 19, 2024
Homeକରୋନାଦେଶରେ ୪୬ ହଜାର ୭୯୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୮୭ ଜଣଙ୍କ ମୃତ୍ୟୁ

ଦେଶରେ ୪୬ ହଜାର ୭୯୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୮୭ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ : ଦେଶରେ ଗତ ୨୪ ଘଣ୍ଟାରେ କରୋନା ଆକ୍ରାନ୍ତ ସଂଖ୍ୟା କମିଛି । ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୧୫ ହଜାର ୧୯୭କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୬ ହଜାର ୭୯୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୮୭ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୭୫ ଲକ୍ଷ ୯୭ ହଜାର ୬୩କୁ ବୃଦ୍ଧି ପାଇଛି । ଅନ୍ୟପଟେ ଦେଶରେ ୭ ଲକ୍ଷ ୪୮ ହଜାର ୫୩୮ଜଣ ଚିକିତ୍ସିତ ହେଉଥିବା ବେଳେ ୬୭ ଲକ୍ଷ ୩୩ ହଜାର ୩୨୮ ଜଣ ସୁସ୍ଥ ହୋଇସାରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking