30.1 C
Bhubaneswar
Thursday, April 25, 2024
Homeବ୍ରେକୀଙ୍ଗଦେଶରେ ଗତ ୨୪ ଘଣ୍ଟାରେ ୪୪ ହଜାର ୩୭୬ ନୂଆ ଆକ୍ରାନ୍ତ ଚିହ୍ନଟ, ୪୮୧ ମୃତ୍ୟୁ

ଦେଶରେ ଗତ ୨୪ ଘଣ୍ଟାରେ ୪୪ ହଜାର ୩୭୬ ନୂଆ ଆକ୍ରାନ୍ତ ଚିହ୍ନଟ, ୪୮୧ ମୃତ୍ୟୁ

ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମଣ ପୁଣି ବୃଦ୍ଧି ପାଇବାରେ ଲାଗିଛି । ଏହାରି ମଧ୍ୟରେ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୩୪ ହଜାର ୬୯୯କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୪ ହଜାର ୩୭୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୮୧ ଜଣଙ୍କ ମୃତ୍ୟୁ ହୋଇଛି । ସେହିପରି ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୯୨ ଲକ୍ଷ ୨୨ ହଜାର ୨୧୭କୁ ବୃଦ୍ଧି ପାଇଛି । ଅନ୍ୟପଟେ ଦେଶରେ ୪ ଲକ୍ଷ ୪୪ ହଜାର ୭୪୬ ଜଣ ଚିକିତ୍ସିତ ହେଉଥିବା ବେଳେ ୮୬ ଲକ୍ଷ ୪୨ ହଜାର ୭୭୧ ଜଣ ସୁସ୍ଥ ହୋଇସାରିଛନ୍ତି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking