33.1 C
Bhubaneswar
Thursday, April 25, 2024
Homeକରୋନା ଓଡିଶା୨୪ଘଣ୍ଟାରେ ରାଜ୍ୟରେ ୪୫,୬୭୬ କରୋନା ନମୁନା ପରୀକ୍ଷା

୨୪ଘଣ୍ଟାରେ ରାଜ୍ୟରେ ୪୫,୬୭୬ କରୋନା ନମୁନା ପରୀକ୍ଷା

ଭୁବନେଶ୍ୱର : ଗତ ୨୪ଘଣ୍ଟାରେ ରାଜ୍ୟରେ ୪୫,୬୭୬ କରୋନା ନମୁନା ପରୀକ୍ଷା କରାଯାଇଛି। ଏହି ନମୁନା ପରୀକ୍ଷା ଆରଟିପିସିଆର୍‌, ଆଣ୍ଟିଜେନ୍‌ ଓ ଟ୍ରୁନଟ୍‌ ପଦ୍ଧତିରେ କରାଯାଇଥିବା ସୂଚନା ମିଳିଛି। ଏଥିମଧ୍ୟରୁ ୭,୮୯୯ଟି ଆରଟିପିସିଆର ଏବଂ ୩୭,୬୪୯ଟି ଆଣ୍ଟିଜେନ ଟେଷ୍ଟ ଓ ଟ୍ରୁନଟ୍‌ରେ ୧୨୮ଟି କରୋନା ନମୁନା ପରୀକ୍ଷା କରାଯାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ପୂର୍ବଦିନ ୨୪ଘଣ୍ଟାରେ ରାଜ୍ୟରେ ୪୭,୭୫୮କରୋନା ନମୁନା ପରୀକ୍ଷା କରାଯାଇଥିଲା। ଏଥିମଧ୍ୟରୁ ୭,୬୫୮ଟି ଆରଟିପିସିଆର ଏବଂ ୪୦,୦୧୦ ଆଣ୍ଟିଜେନ ଟେଷ୍ଟ ଓ ଟ୍ରୁନଟ୍‌ରେ ୯୦ଟି କରୋନା ନମୁନା ପରୀକ୍ଷା କରାଯାଇଥିଲା।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking