32.1 C
Bhubaneswar
Thursday, March 28, 2024
Homeଓଡିଶାରାଜ୍ୟରେ ଆଜି ୮୯୧୪ ନୂଆ ପଜିଟିଭ ଚିହ୍ନଟ, ସର୍ବାଧିକ ଖୋର୍ଦ୍ଧା

ରାଜ୍ୟରେ ଆଜି ୮୯୧୪ ନୂଆ ପଜିଟିଭ ଚିହ୍ନଟ, ସର୍ବାଧିକ ଖୋର୍ଦ୍ଧା

ଭୁବନେଶ୍ୱର : ରାଜ୍ୟରେ କରୋନା ପ୍ରକୋପ ଜାରି ରହିଛି । ଏହାରି ମଧ୍ୟରେ ଆଜି ପୁଣି ରାଜ୍ୟରେ ୮ ହଜାର ୯୧୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୭୦ ହଜାର ୬୩୭କୁ ବୃଦ୍ଧି ପାଇଛି । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨୫୮ ଜଣ ସଂକ୍ରମିତ ହୋଇଛନ୍ତି ।

ଏହା ସହ ସୁନ୍ଦରଗଡରୁ ୫୯୨, କଟକରୁ ୫୮୭, ପୁରୀରୁ ୫୩୦, ସମ୍ବଲପୁରରୁ ୫୨୦, ବରଗଡରୁ ୪୫୨, ନବରଙ୍ଗପୁରରୁ ୪୩୩, ଭଦ୍ରକରୁ ୩୫୧, ଅନୁଗୁଳରୁ ୩୩୧, ଝାରସୁଗୁଡାରୁ ୩୦୪, ବଲାଙ୍ଗିରରୁ ୨୯୧, ନୂଆପଡାରୁ ୨୭୮, ଗଞ୍ଜାମରୁ ୨୬୨, ଷ୍ଟେଟପୁଲରୁ ୨୫୫, କଳାହାଣ୍ଡିରୁ ୨୩୬, ଯାଜପୁରରୁ ୨୩୨, ନୟାଗଡରୁ ୧୯୪, ବାଲେଶ୍ୱରରୁ ୧୭୯, ବୌଦ୍ଧରୁ ୧୭୫, ଗଜପତିରୁ ୧୬୫, ରାୟଗଡାରୁ ୧୫୭, ଢେଙ୍କାନାଳରୁ ୧୪୯, କୋରାପୁଟରୁ ୧୪୫, ମୟୂରଭଞ୍ଜରୁ ୧୩୪, କେନ୍ଦ୍ରାପଡାରୁ ୧୩୨, ସୁବର୍ଣ୍ଣପୁରରୁ ୧୨୧, ଜଗତସିଂହପୁରରୁ ୧୦୯, କେନ୍ଦୁଝରରୁ ୧୦୪, ଦେବଗଡରୁ ୧୦୩, ମାଲକାନଗିରିରୁ ୭୩, କନ୍ଧମାଳରୁ ୬୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking