30.1 C
Bhubaneswar
Friday, April 26, 2024
Homeଓଡିଶାରାଜଧାନୀରେ ଅମାନିଆ କରୋନା : ପୁଣି ଦିନକରେ ୧୯୮ ଆକ୍ରାନ୍ତ ଚିହ୍ନଟ

ରାଜଧାନୀରେ ଅମାନିଆ କରୋନା : ପୁଣି ଦିନକରେ ୧୯୮ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ କ୍ରମାଗତ ଭାବେ ବହୁ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏହାରି ମଧ୍ୟରେ ଆଜି ବି ମଧ୍ୟ ଭୁବନେଶ୍ୱରରୁ ୧୯୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୧୦୪ ଓ ସ୍ଥାନୀୟ ଅଞ୍ଚଳରୁ ୯୪ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୧୩୨ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି ।


ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୫,୪୮୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୫୬୭ଜଣ ସୁସ୍ଥ ହୋଇଛନ୍ତି ଓ ୨୭ଜଣଙ୍କର ମୃତ୍ୟୁ ହୋଇଛି । ଏବେ ୧୮୮୭ଜଣ ଚିକିତ୍ସିତ ଅବସ୍ଥାରେ ଅଛନ୍ତି ।
 

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking