34.1 C
Bhubaneswar
Saturday, May 18, 2024
Homeଓଡିଶାରାଜଧାନୀ ଭୁବନେଶ୍ୱରରେ ପୁଣି ୧୦୩୪ କରୋନା ପଜିଟିଭ ଚିହ୍ନଟ

ରାଜଧାନୀ ଭୁବନେଶ୍ୱରରେ ପୁଣି ୧୦୩୪ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ ସଂକ୍ରମଣ ହୁ ହୁ ହୋଇ ବଢିଚାଲିଥିବା ବେଳେ କରୋନା ଟାର୍ଗେଟରେ ରହିଛି ଭୁବନେଶ୍ୱର । ରାଜଧାନୀ ଭୁବନେଶ୍ୱରରେ ପୁଣି ୧୦୩୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୧୫୪ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୮୮୦ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେହିପରି ୧୦୧୯ ଜଣ ସୁସ୍ଥ ହୋଇଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି । ଏହି କ୍ରମରେ ଭୁବନେଶ୍ୱରରେ ପଜିଟିଭ ସଂଖ୍ୟା ୫୨ ହଜାର ୫୩୦ କୁ ବୃଦ୍ଧି ପାଇଛି । ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ୪୨ ହଜାର ୧୫୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ୧୦,୦୭୫ ଜଣ ଚିକିତ୍ସିତ ହେଉଥିବା ବେଳେ ୨୭୯ ଜଣଙ୍କର ମୃତ୍ୟୁ ହୋଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking