ଦେଶରେ ନିୟନ୍ତ୍ରଣରେ ରହିଛି କୋରୋନା ସଂକ୍ରମଣ : ଗତ ୨୪ ଘଣ୍ଟାରେ ୫,୪୪୩ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ମହାମାରୀ ସ୍ଥିତିରେ ସୁଧାର ଆସିଛି । ବିଗତ କିଛି ଦିନ ହେଲାଣି ଦୈନିକ ସଂକ୍ରମଣ ମାମଲା ୧୦ ହଜାର ତଳେ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶବ୍ୟାପୀ ମୋଟ ୫,୪୪୩ ଜଣ ନୂଆ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଗତକାଲି ଏହି ସଂଖ୍ୟା ୪,୫୧୦ ଥିଲା । ଦେଶରେ ସଂକ୍ରମଣ କମୁଥିବା ବେଳେ ସେହି ଅନୁପାତରେ ସୁସ୍ଥ ସଂଖ୍ୟା ବୃଦ୍ଧି ପାଉଛି । ଦିନକରେ ୫,୨୯୧ ଜଣ କୋରୋନାରୁ ସୁସ୍ଥ … Continue reading ଦେଶରେ ନିୟନ୍ତ୍ରଣରେ ରହିଛି କୋରୋନା ସଂକ୍ରମଣ : ଗତ ୨୪ ଘଣ୍ଟାରେ ୫,୪୪୩ ସଂକ୍ରମିତ ଚିହ୍ନଟ