26.1 C
Bhubaneswar
Friday, March 29, 2024
Homeକରୋନାଦେଶରେ ୭୫,୮୨୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ; ୯୪୦ ଜଣଙ୍କ ମୃତ୍ୟୁ

ଦେଶରେ ୭୫,୮୨୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ; ୯୪୦ ଜଣଙ୍କ ମୃତ୍ୟୁ

ନୂଆଦିଲ୍ଲୀ : ଦେଶରେ ୨୪ ଘଣ୍ଟାରେ ୭୫,୮୨୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ସହ ୯୪୦ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ବର୍ତ୍ତମାନ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ଲକ୍ଷ ୧ ହଜାର ୭୮୨ରେ ପହଞ୍ଚିଛି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୫ ଲକ୍ଷ ୪୯ ହଜାର ୩୭୪କୁ ବୃଦ୍ଧି ପାଇଛି। ମୋଟ ୯,୩୭,୬୨୫ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ୫୫,୦୯,୯୬୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ମିଳିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking