28.1 C
Bhubaneswar
Saturday, April 27, 2024
Homeକରୋନାଦେଶରେ ୪୬,୨୫୪ ନୂଆ ଆକ୍ରାନ୍ତ ଚିହ୍ନଟ ; ମୋଟ ଆକ୍ରାନ୍ତ ୮୩ ଲକ୍ଷ ୧୩ହଜାର...

ଦେଶରେ ୪୬,୨୫୪ ନୂଆ ଆକ୍ରାନ୍ତ ଚିହ୍ନଟ ; ମୋଟ ଆକ୍ରାନ୍ତ ୮୩ ଲକ୍ଷ ୧୩ହଜାର ୮୭୭

ନୂଆଦିଲ୍ଲୀ : ଦେଶରେ ଧିରେ ଧିରେ ହ୍ରାସ ପାଉଛି କରୋନା ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା । ୨୪ ଘଣ୍ଟାରେ ୪୬,୨୫୪ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୫୧୪ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏବେ ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୨୩ ହଜାର ୬୧୧ରେ ପହଞ୍ଚିଛି। ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୩ ଲକ୍ଷ ୧୩ହଜାର ୮୭୭କୁ ବୃଦ୍ଧି ପାଇଛି। ମୋଟ ୫,୩୩,୭୮୭ ଚିକିତ୍ସାଧୀନ ଅବସ୍ଥାରେ ରହିଥିବା ବେଳେ ୭୬,୫୬,୪୭୮ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking