ଆଜି ରାଜ୍ୟରେ ୫୯୩ କରୋନା ପଜିଟିଭ୍ ଚିହ୍ନଟ, ଆସନ୍ତୁ ଜାଣିବା କେତେ ଶିଶୁ ସଂକ୍ରମିତ ହୋଇଛନ୍ତି….

ଭୁବନେଶ୍ୱର : ରାଜ୍ୟର ଅଧିକାଂଶ ଜିଲ୍ଲା ଏବେ କରୋନା କବଳରୁ ମୁକ୍ତ ହେବାରେ ଲାଗିଛି । ରାଜ୍ୟରେ କିଛିଦିନ ଦୈନିକ ସଂକ୍ରମଣ ୫ ଶହ ତଳେ ରହିବା ପରେ ପୁଣି ଥରେ ୬ ଶହ ପାର କରିଥିଲା । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ ସଂକ୍ରମଣ ଚିହ୍ନଟ ହେଉଥିବା ଜଣାପଡ଼ିଛି । ଜିଲ୍ଲାର ୯୦ ପ୍ରତିଶତ ସଂକ୍ରମଣ ରାଜଧାନୀ ଭୁବନେଶ୍ୱରରୁ ମିଳୁଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । … Continue reading ଆଜି ରାଜ୍ୟରେ ୫୯୩ କରୋନା ପଜିଟିଭ୍ ଚିହ୍ନଟ, ଆସନ୍ତୁ ଜାଣିବା କେତେ ଶିଶୁ ସଂକ୍ରମିତ ହୋଇଛନ୍ତି….