ରାଜ୍ୟରେ ଆଉ ୫୨୪ କରୋନା ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ

ଭୁବନେଶ୍ୱର(ଓଡ଼ିଶା ଭାସ୍କର): ରାଜ୍ୟର ଅଧିକାଂଶ ଜିଲ୍ଲା ଏବେ କରୋନା କବଳରୁ ମୁକ୍ତ ହେବାରେ ଲାଗିଛି । ରାଜ୍ୟରେ କିଛିଦିନ ଦୈନିକ ସଂକ୍ରମଣ ୫ ଶହ ତଳେ ରହିବା ପରେ ପୁଣି ଥରେ ୬ ଶହ ପାର କରିଥିଲା । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ ସଂକ୍ରମଣ ଚିହ୍ନଟ ହେଉଥିବା ଜଣାପଡ଼ିଛି। ଜିଲ୍ଲାର ୯୦ ପ୍ରତିଶତ ସଂକ୍ରମଣ ରାଜଧାନୀ ଭୁବନେଶ୍ୱରରୁ ମିଳୁଛି । Covid-19 Report For 7th October New Positive Cases: 524Of which 0-18 … Continue reading ରାଜ୍ୟରେ ଆଉ ୫୨୪ କରୋନା ଆକ୍ରାନ୍ତ ଚିହ୍ନଟ, ଜାଣନ୍ତୁ କେଉଁଠୁ କେତେ