ରାଜ୍ୟରେ ୧୦ ଉପରେ ସଂକ୍ରମିତଙ୍କ ସଂଖ୍ୟା, ଜାଣନ୍ତୁ କେତେ ଶିଶୁ ସଂକ୍ରମିତ….
ଭୁବନେଶ୍ୱର : ରାଜ୍ୟରେ ପୁଣି ଥରେ ଧୀରେଧୀରେ କରୋନା ବଢ଼ିବାରେ ଲାଗିଛି । ନୂଆ ଭାରିଆଣ୍ଟ ଓମିକ୍ରନକୁ ନେଇ ଆତଙ୍କ ସୃଷ୍ଟି ହେବା ପରଠାରୁ ସଂକ୍ରମଣ ଉଦ୍ଧ୍ୱର୍ଗାମୀ ହେବାରେ ଲାଗିଛି । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ କୋଭିଡ୍ ସଂକ୍ରମିତ ଚିହ୍ନଟ ହେଉଥିବା ଜଣାପଡ଼ିଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ଗତ କିଛିଦିନ ତଳେ ସଂକ୍ରମଣ ୧୫ରୁ ୨୦ଟି ଜିଲ୍ଲା ମଧ୍ୟରେ ସୀମିତ ରହୁଥିବା ବେଳେ ଏବେ … Continue reading ରାଜ୍ୟରେ ୧୦ ଉପରେ ସଂକ୍ରମିତଙ୍କ ସଂଖ୍ୟା, ଜାଣନ୍ତୁ କେତେ ଶିଶୁ ସଂକ୍ରମିତ….
Copy and paste this URL into your WordPress site to embed
Copy and paste this code into your site to embed