ରାଜ୍ୟରେ ୧୦ ଉପରେ ସଂକ୍ରମିତଙ୍କ ସଂଖ୍ୟା, ଜାଣନ୍ତୁ କେତେ ଶିଶୁ ସଂକ୍ରମିତ….

ଭୁବନେଶ୍ୱର : ରାଜ୍ୟରେ ପୁଣି ଥରେ ଧୀରେଧୀରେ କରୋନା ବଢ଼ିବାରେ ଲାଗିଛି । ନୂଆ ଭାରିଆଣ୍ଟ ଓମିକ୍ରନକୁ ନେଇ ଆତଙ୍କ ସୃଷ୍ଟି ହେବା ପରଠାରୁ ସଂକ୍ରମଣ ଉଦ୍ଧ୍ୱର୍ଗାମୀ ହେବାରେ ଲାଗିଛି । ତେବେ ଖୋର୍ଦ୍ଧା ଜିଲ୍ଲାରୁ ଅଧିକାଂଶ କୋଭିଡ୍ ସଂକ୍ରମିତ ଚିହ୍ନଟ ହେଉଥିବା ଜଣାପଡ଼ିଛି । ରାଜଧାନୀରେ ବ୍ୟାପକ ଟିକାକରଣ, ସଚେତନତା, ଚଢ଼ାଉ ପରେ ବି ସଂକ୍ରମଣ କମୁନାହିଁ । ଗତ କିଛିଦିନ ତଳେ ସଂକ୍ରମଣ ୧୫ରୁ ୨୦ଟି ଜିଲ୍ଲା ମଧ୍ୟରେ ସୀମିତ ରହୁଥିବା ବେଳେ ଏବେ … Continue reading ରାଜ୍ୟରେ ୧୦ ଉପରେ ସଂକ୍ରମିତଙ୍କ ସଂଖ୍ୟା, ଜାଣନ୍ତୁ କେତେ ଶିଶୁ ସଂକ୍ରମିତ….