ଓଡ଼ିଶାରେ ଆଉ ୧୧ହଜାର ୮୬ ସଂକ୍ରମିତ ଚିହ୍ନଟ, ଜାଣନ୍ତୁ କେତେ ଶିଶୁ ସଂକ୍ରମିତ….

ଭୁବନେଶ୍ବର : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧,୦୮୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୬୪୩୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୪୬୫୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୦୬୧ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ କିଶୋର ଥିବା ଜଣାଯାଇଛି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୪୬୯ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ … Continue reading ଓଡ଼ିଶାରେ ଆଉ ୧୧ହଜାର ୮୬ ସଂକ୍ରମିତ ଚିହ୍ନଟ, ଜାଣନ୍ତୁ କେତେ ଶିଶୁ ସଂକ୍ରମିତ….