34.1 C
Bhubaneswar
Thursday, April 25, 2024
Homeଓଡିଶାରାଜ୍ୟରେ ଆଜି ୬,୦୯୭ ପଜିଟିଭ୍ ଚିହ୍ନଟ, ସର୍ବାଧିକ ଖୋର୍ଦ୍ଧା

ରାଜ୍ୟରେ ଆଜି ୬,୦୯୭ ପଜିଟିଭ୍ ଚିହ୍ନଟ, ସର୍ବାଧିକ ଖୋର୍ଦ୍ଧା

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ରାଜ୍ୟରେ ୬,୦୯୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟିନ୍‌ରୁ ୩,୪୪୬ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍‌ କଣ୍ଟାକ୍ଟସ୍‌ ୨,୬୫୧ ରହିଛି। ଖୋର୍ଦ୍ଧାରୁ ସର୍ବାଧିକ ୧,୦୧୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଗତକାଲି ଖୋର୍ଦ୍ଧାରୁ ୭୯୬ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୮,୩୭,୨୨୬ରେ ପହଞ୍ଚି ଥିବାବେଳେ ଆକ୍ଟିଭ୍‌ କେସ୍‌ ୬୯,୩୩୩ ରହିଛି। ୭,୬୪,୬୭୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଅନୁଗୁଳରୁ ୨୯୫ଜଣ, ବାଲେଶ୍ୱରରୁ ୩୯୨ଜଣ, ବରଗଡ଼ରୁ ୧୦୭ ଜଣ, ଭଦ୍ରକରୁ ୨୪୬ଜଣ, ବଲାଙ୍ଗୀରରୁ ୭୭ ଜଣ, ବୌଦ୍ଧରୁ ୧୩୦ଜଣ, କଟକରୁ ୬୪୭ଜଣ, ଦେବଗଡ଼ରୁ ୨୮ ଜଣ, ଢେଙ୍କାନାଳରୁ ୭୩ଜଣ, ଗଜପତିରୁ ୪୮ ଜଣ, ଗଞ୍ଜାମରୁ ୪୫ ଜଣ, ଜଗତସିଂହପୁରରୁ ୨୨୬ ଜଣ, ଯାଜପୁରରୁ ୪୩୪ ଜଣ, ଝାରସୁଗୁଡ଼ାରୁ ୪୨ ଜଣ, କଳାହାଣ୍ଡିରୁ ୭୭ ଜଣ, କନ୍ଧମାଳରୁ ୧୧୨ ଜଣ, କେନ୍ଦ୍ରାପଡ଼ାରୁ ୨୫୩ଜଣ, କେଉଁଝରରୁ ୧୨୩ଜଣ, ଖୋର୍ଦ୍ଧାରୁ ୧୦୧୭ ଜଣ, କୋରାପୁଟରୁ ୧୨୬ ଜଣ, ମାଲକାନଗିରିରୁ ୮୪ଜଣ, ମୟୁରଭଞ୍ଜରୁ ୨୯୭ଜଣ, ନବରଙ୍ଗପୁରରୁ ୧୪୬ ଜଣ, ନୟାଗଡ଼ରୁ ୧୨୦ଜଣ, ନୂଆପଡ଼ାରୁ ୧୭ ଜଣ, ପୁରୀରୁ ୨୯୧ଜଣ, ରାୟଗଡ଼ାରୁ ୧୨୦ ଜଣ, ସମ୍ୱଲପୁରରୁ ୧୦୧ଜଣ, ସୋନପୁରରୁ ୬୪, ସୁନ୍ଦରଗଡ଼ରୁ ୨୦୮ ଓ ଷ୍ଟେଟ ପୁଲରୁ ୧୫୧କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking