ରାଜ୍ୟରେ ଆଜି ୧୫୭୮ ଜଣ କରୋନା ପଜିଟିଭ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର : ରାଜ୍ୟରେ କ୍ରମଶଃ କରୋନାର ସ୍ଥିତି ସ୍ୱାଭାବିକ ହେବାରେ ଲାଗିଥିଲେ ହେଁ ଆଶଙ୍କା ହଟିନାହିଁ । ତେଣୁ ଏହାକୁ ନଜରରେ ରଖି ବିଏମସି ପକ୍ଷରୁ ରାଜଧାନୀ ଭୁବନେଶ୍ୱରର ସମସ୍ତ ସରକାରୀ ଓ ବେସରକାରୀ ଅଫିସକୁ ତାଗିଦ୍ କରାଯାଇଛି । ପୂର୍ବରୁ କିଛିଦିନ ଧରି ରାଜ୍ୟରେ ସଂକ୍ରମଣ ୨ ହଜାର ଉପରକୁ ଉଠିବା ପରେ ତଳକୁ ଖସିଥିଲା । ଗତ ୧୦ ଦିନ ହେଲା ସଂକ୍ରମଣ ୨ ହଜାର ତଳେ ରହୁଥିବା ଦେଖାଯାଉଛି । ପଶ୍ଚିମ ଓଡ଼ିଶା … Continue reading ରାଜ୍ୟରେ ଆଜି ୧୫୭୮ ଜଣ କରୋନା ପଜିଟିଭ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
Copy and paste this URL into your WordPress site to embed
Copy and paste this code into your site to embed