ରାଜ୍ୟରେ ଆଉ ୧୩୧୫ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର : ରାଜ୍ୟରେ କ୍ରମଶଃ କରୋନାର ସ୍ଥିତି ସ୍ୱାଭାବିକ ହେବାରେ ଲାଗିଥିଲେ ହେଁ ଆଶଙ୍କା ହଟିନାହିଁ । ତେଣୁ ଏହାକୁ ନଜରରେ ରଖି ବିଏମସି ପକ୍ଷରୁ ରାଜଧାନୀ ଭୁବନେଶ୍ୱରର ସମସ୍ତ ସରକାରୀ ଓ ବେସରକାରୀ ଅଫିସକୁ ତାଗିଦ୍ କରାଯାଇଛି । ପୂର୍ବରୁ କିଛିଦିନ ଧରି ରାଜ୍ୟରେ ସଂକ୍ରମଣ ୨ ହଜାର ଉପରକୁ ଉଠିବା ପରେ ତଳକୁ ଖସିଥିଲା । ଗତ ୧୪ ଦିନ ହେଲା ସଂକ୍ରମଣ ୨ ହଜାର ତଳେ ରହୁଥିବା ଦେଖାଯାଉଛି । ପଶ୍ଚିମ ଓଡ଼ିଶା … Continue reading ରାଜ୍ୟରେ ଆଉ ୧୩୧୫ କରୋନା ସଂକ୍ରମିତ ଚିହ୍ନଟ