ରାଜ୍ୟରେ ହଜାରେ ତଳକୁ ଖସୁନାହିଁ ଦୈନିକ ସଂକ୍ରମଣ : ଆଜି ୧୧୯୩ ପଜିଟିଭ୍ ଚିହ୍ନଟ , ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର : ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇଥିଲେ ହେଁ ଏବେ ବି ଆଶଙ୍କା ହଟିନାହିଁ । ତୃତୀୟ ଲହର ଆସିସାରିଛି ବୋଲି କିଛି ବିଶେଷଜ୍ଞ ମତ ଦେଉଥିଲେ ହେଁ ଦ୍ୱିତୀୟ ଲହର ସରିନାହିଁ ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କୁହାଯାଇଛି । ତେବେ ପରିସ୍ଥିତିକୁ ନଜରରେ ରଖି ବିଏମସି ପକ୍ଷରୁ ରାଜଧାନୀ ଭୁବନେଶ୍ୱରର ସମସ୍ତ ସରକାରୀ ଓ ବେସରକାରୀ ଅଫିସକୁ ତାଗିଦ୍ କରାଯାଇଛି । ପୂର୍ବରୁ କିଛିଦିନ ଧରି ରାଜ୍ୟରେ ସଂକ୍ରମଣ ୨ ହଜାର … Continue reading ରାଜ୍ୟରେ ହଜାରେ ତଳକୁ ଖସୁନାହିଁ ଦୈନିକ ସଂକ୍ରମଣ : ଆଜି ୧୧୯୩ ପଜିଟିଭ୍ ଚିହ୍ନଟ , ଖୋର୍ଦ୍ଧାରୁ ସର୍ବାଧିକ