ରାଜ୍ୟରେ ହଜାରେ ତଳକୁ ଖସିଲା ସଂକ୍ରମଣ : ଆଜି ୮୬୮ ଚିହ୍ନଟ, ସର୍ବାଧିକ ଖୋର୍ଦ୍ଧା

ଭୁବନେଶ୍ୱର : ପ୍ରାୟ ୧୨ ଦିନ ଧରି ରାଜ୍ୟରେ କରୋନା ଉପର ତଳ ହେଉଛି । କେତେବେଳେ ଦୈନିକ ସଂକ୍ରମଣ ହଜାରେ ଟପିଯାଉଛି ତ କେତେବେଳେ ହଜାରେ ତଳକୁ ଖସି ଆସୁଛି । ସଂକ୍ରମଣର ଭୟାବହତା ଏ ପର୍ଯ୍ୟନ୍ତ କମିନାହିଁ । ଜୀବନ ଜୀବିକାକୁ ଦୃଷ୍ଟିରେ ରଖି ସରକାର ତାଲାବନ୍ଦ କଟକଣାକୁ କୋହଳ କରିଛନ୍ତି । ରାଜ୍ୟରେ କରୋନା ସଂକ୍ରମଣ ହ୍ରାସ ପାଇଥିଲେ ହେଁ ଏବେ ବି ଆଶଙ୍କା ହଟିନାହିଁ । ତୃତୀୟ ଲହର ଆସିସାରିଛି ବୋଲି … Continue reading ରାଜ୍ୟରେ ହଜାରେ ତଳକୁ ଖସିଲା ସଂକ୍ରମଣ : ଆଜି ୮୬୮ ଚିହ୍ନଟ, ସର୍ବାଧିକ ଖୋର୍ଦ୍ଧା