ରାଜ୍ୟରେ ପୁଣି କରୋନାର ଉପର ତଳ ଖେଳ ଆରମ୍ଭ ହୋଇଗଲାଣି : ଆଜି ୧୦୪୧ ପଜିଟିଭ୍ ଚିହ୍ନଟ, ସର୍ବାଧିକ ଖୋର୍ଦ୍ଧା

ଭୁବନେଶ୍ୱର : ପୁଣି ରାଜ୍ୟରେ କରୋନାର ଉପର ତଳ ଖେଳ ଆରମ୍ଭ ହୋଇଗଲାଣି । ଲଗାତର ୬ ଦିନ ଧରି ଦୈନିକ ସଂକ୍ରମଣ ହଜାରେ ଉପରେ ରହିଥିଲା । ଗତକାଲି ଅପେକ୍ଷା ଆଜି ସଂକ୍ରମଣ ପୁଣି ହଜାରେ ଟପିଛି । ତେବେ ପୂର୍ବ ଅପେକ୍ଷା ରାଜ୍ୟରେ ସଂକ୍ରମଣ ହ୍ରାସ ପାଇଥିଲେ ହେଁ କରୋନାର ଭୟାବହତା ଏ ପର୍ଯ୍ୟନ୍ତ ଦୂର ହୋଇନାହିଁ । ତୃତୀୟ ଲହର ଆସିସାରିଛି ବୋଲି କିଛି ବିଶେଷଜ୍ଞ ମତ ଦେଉଥିଲେ ହେଁ ଦ୍ୱିତୀୟ ଲହର … Continue reading ରାଜ୍ୟରେ ପୁଣି କରୋନାର ଉପର ତଳ ଖେଳ ଆରମ୍ଭ ହୋଇଗଲାଣି : ଆଜି ୧୦୪୧ ପଜିଟିଭ୍ ଚିହ୍ନଟ, ସର୍ବାଧିକ ଖୋର୍ଦ୍ଧା